Exodus 36:33 — Compare Translations

5 translations compared side by side

Odia - 1840
"ମଧ୍ଯସ୍ଥିତ ଅର୍ଗଳ ଢାଞ୍ଚାର ମଝି ସ୍ଥାନରୁ ଏମୁଣ୍ଡରୁ ସମେୁଣ୍ଡ ୟାଏ ପାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏମୁଣ୍ତରୁ ସେମୁଣ୍ତ ଯାଏ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ମଧ୍ୟସ୍ଥିତ ଅର୍ଗଳ ଢାଞ୍ଚାର ମଝି ସ୍ଥାନରୁ ଏମୁଣ୍ଡରୁ ସେମୁଣ୍ଡ ଯାଏ ପାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏମୁଣ୍ଡରୁ ସେମୁଣ୍ଡ ଯାଏ ପାଇଲା।