Exodus 36:34 — Compare Translations

5 translations compared side by side

Odia - 1840
"ଆଉ ସମାନେେ ସହେିସବୁ ପଟା ସୁବର୍ଣ୍ଣ ଦ୍ବାରା ମଡାଇଲେ। ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡା କଲେ। ଅର୍ଗଳ ସବୁ ସୁନା ରେ ମଡାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ସେହିସବୁ ପଟା ସୁବର୍ଣ୍ଣ ଦ୍ୱାରା ମଡ଼ାଇଲେ। ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ। ଅର୍ଗଳସବୁ ସୁନାରେ ମଡ଼ାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ।