Exodus 36:35 — Compare Translations

5 translations compared side by side

Odia - 1840
"ଏହା ପରେ ସମାନେେ ନୀଳଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳାଶୁଭ୍ର ମହାପବିତ୍ର ଓ କିରୂବ ଦୂତଗଣ ଚିତ୍ରିତ ଏକ ବିଚ୍ଛଦବେସ୍ତ୍ର ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳାଶୁଭ୍ର ମହାପବିତ୍ର ଓ କିରୂବ ଦୂତଗଣ ଚିତ୍ରିତ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।

Recommended Reading