Exodus 36:37 — Compare Translations

5 translations compared side by side

Odia - 1840
"ସମାନେେ ତମ୍ବୁ ପ୍ରବେଶ ଦ୍ବାର ନିମନ୍ତେ ନୀଳ, ଧୁମ୍ର ସିନ୍ଦୁର ବର୍ଣ୍ଣ ଓ କ୍ଷୋମସୂତ୍ର ନିର୍ମିତ ଏକ ପରଦା ବୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତମ୍ଵୁଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତମ୍ବୁ ପ୍ରବେଶ ଦ୍ୱାର ନିମନ୍ତେ ନୀଳ, ଧୂମ୍ର ସିନ୍ଦୁରବର୍ଣ୍ଣ ଓ କ୍ଷୋମସୂତ୍ର ନିର୍ମିତ ଏକ ପରଦା ବୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।