Exodus 36:38 — Compare Translations

5 translations compared side by side

Odia - 1840
"ତାହାର ପାଞ୍ଚଟି ସ୍ତମ୍ଭ ଏବଂ ସେସବୁର ଆଙ୍କଡା ତିଆରି କଲେ ଏବଂ ସେ ସବୁର ମୁଣ୍ଡାଳି ଓ ଛୁଞ୍ଚିଆ ସୁବର୍ଣ୍ଣ ରେ ମଡାଇଲେ। ମାତ୍ର ସମାନଙ୍କେର ପାଞ୍ଚଟି ଚୁଙ୍ଗୀ ପିତ୍ତଳର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କଡ଼ା କଲେ; ପୁଣି ସେହିସବୁର ମୁଣ୍ତାଳି ଓ ଛୁଞ୍ଚିଆ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ପାଞ୍ଚୋଟି ସ୍ତମ୍ଭ ଏବଂ ସେସବୁର ଆଙ୍କଡ଼ା ତିଆରି କଲେ ଏବଂ ସେ ସବୁର ମୁଣ୍ଡାଳି ଓ ଛୁଞ୍ଚିଆ ସୁବର୍ଣ୍ଣରେ ମଡ଼ାଇଲେ। ମାତ୍ର ସେମାନଙ୍କର ପାଞ୍ଚୋଟି ଚୁଙ୍ଗୀ ପିତ୍ତଳର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା।