Exodus 36:4 — Compare Translations

5 translations compared side by side

Odia - 1840
"ଶଷେ ରେ, ପବିତ୍ର ସ୍ଥାନର ନିପୂଣ କର୍ମକର୍ତ୍ତାଗଣ କାର୍ୟ୍ଯ ଛାଡି ମାଶାଙ୍କେ ନିକଟକୁ କହିବା ପାଇଁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଶେଷରେ, ପବିତ୍ର ସ୍ଥାନର ନିପୁଣ କର୍ମକର୍ତ୍ତାଗଣ କାର୍ଯ୍ୟ ଛାଡ଼ି ମୋଶାଙ୍କ ନିକଟକୁ କହିବା ପାଇଁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,