Exodus 36:5 — Compare Translations
5 translations compared side by side
Odia - 1840
"ଲୋକମାନେ ୟଥେଷ୍ଟ ଆଣୁଛନ୍ତି। ସଦାପ୍ରଭୁଙ୍କର ଆଜ୍ଞା କର୍ମ କରିବା ପାଇଁ ଯାହା ଦରକାର ତାହାଠାରୁ ଲୋକେ ୟଥେଷ୍ଟ ଆଣୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯାହା ଯାହା ରଚନା କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଲୋକମାନେ ଯଥେଷ୍ଟ ଆଣୁଛନ୍ତି। ସଦାପ୍ରଭୁଙ୍କର ଆଜ୍ଞା କର୍ମ କରିବା ପାଇଁ ଯାହା ଦରକାର ତାହାଠାରୁ ଲୋକେ ଯଥେଷ୍ଟ ଆଣୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।”