Exodus 36:6 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ଏହି ସମ୍ବାଦ ଛାଉଣୀ ମଧିଅରେ ପ୍ରଚାର କଲେ, ପୁରୁଷ କିମ୍ବା ସ୍ତ୍ରୀ ଆଉ କୌଣସି ଉପହାର ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ପାଇଁ ଆଣନ୍ତୁ ନାହିଁ। ତେଣୁ ଲୋକମାନେ ବାଧ୍ଯ ହେଲେ ଆଉ ଉପହାର ନଦବୋ ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଏହି ସମ୍ବାଦ ଛାଉଣି ମଧ୍ୟରେ ପ୍ରଗ୍ଭର କଲେ, “ପୁରୁଷ କିମ୍ବା ସ୍ତ୍ରୀ ଆଉ କୌଣସି ଉପହାର ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ପାଇଁ ଆଣନ୍ତୁ ନାହିଁ।” ତେଣୁ ଲୋକମାନେ ବାଧ୍ୟ ହେଲେ ଆଉ ଉପହାର ନ ଦେବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ।