Exodus 36:8 — Compare Translations
5 translations compared side by side
Odia - 1840
"ଏହାପରେ ସହେି ନିପୂଣ କାରିଗରଗଣ ବଳାଶୁଭ୍ର କ୍ଷୋମସୂତ୍ର ଓ ନୀଳ ଧୂମ୍ର ଓ ସୁନ୍ଦର ବର୍ଣ୍ଣ ସୂତ୍ର ଦ୍ବାରା ପବିତ୍ର ତମ୍ବୁର ଦଶ ୟବନିକା ପ୍ରସ୍ତୁତ କଲେ। ଏବଂ ତାହା ମଧିଅରେ ଶିଳ୍ପ କର୍ମ ରେ କିରୂବ ଦୂତଗଣର ଆକୃତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର ଓ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ଵାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି ତହିଁ ମଧ୍ୟରେ ଶିଳ୍ପ କର୍ମରେ କିରୂବର ଆକୃତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁ ଏହା ପରେ ସେହି ନିପୁଣ କାରିଗରଗଣ ବଳାଶୁଭ୍ର କ୍ଷୋମସୂତ୍ର ଓ ନୀଳ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ତମ୍ବୁର ଦଶ ଯବନିକା ପ୍ରସ୍ତୁତ କଲେ। ଏବଂ ତାହା ମଧ୍ୟରେ ଶିଳ୍ପ କର୍ମରେ କିରୂବ ଦୂତଗଣର ଆକୃତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପକର୍ମରେ କିରୂବର ଆକୃତି କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପ କର୍ମରେ କିରୂବର ଆକୃତି କଲେ।