Exodus 37:1 — Compare Translations
5 translations compared side by side
Odia - 1840
"ବତ୍ସଲଲେ ଶିଟୀମ୍ କାଠ ରେ ଏକ ପବିତ୍ର ସିନ୍ଦୁକ ତିଆରି କଲେ। ଯାହାର ଲମ୍ବ ଥିଲା ଅଢଇେ ହାତ, ଦେଢ ହାତ ଚଉଡା ଏବଂ ଦେଢହାତ ଉଚ୍ଚ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ ଯାତ୍ରା. ୨୫:୧୦-୨୦
Odia Bible ERV 2004 (ପବିତ୍ର ବାଇବଲ)
ନିୟମ-ସିନ୍ଦୁକ ବତ୍ସଲେଲ ଶିଟୀମ୍ କାଠରେ ଏକ ପବିତ୍ର ସିନ୍ଦୁକ ତିଆରି କଲେ। ଯାହାର ଲମ୍ବ ଥିଲା ଅଢ଼େଇ ହାତ, ଦେଢ଼ ହାତ ଚଉଡ଼ା ଏବଂ ଦେଢ଼ ହାତ ଉଚ୍ଚ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ