Exodus 37:10 — Compare Translations
5 translations compared side by side
Odia - 1840
"ଏହାପରେ ସେ ଶିଟୀମ୍ କାଠ ରେ ଏକ ମଜେ ତିଆରି କଲେ। ଏହାର ଲମ୍ବ ଦୁଇହାତ, ଏକହାତ ଚଉଡା, ଦେଢହାତ ଉଚ୍ଚତା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରୁ ସେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ସ୍ୱତନ୍ତ୍ର ମେଜ ଏହା ପରେ ସେ ଶିଟୀମ୍ କାଠରେ ଏକ ମେଜ ତିଆରି କଲେ। ଏହାର ଲମ୍ବ ଦୁଇ ହାତ, ଏକ ହାତ ଚଉଡ଼ା, ଦେଢ଼ ହାତ ଉଚ୍ଚତା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରୁ ସେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ।