Exodus 37:11 — Compare Translations
5 translations compared side by side
Odia - 1840
"ସେ ସହେି ମଜେକୁ ଶୁଦ୍ଧ ସୁବର୍ଣ୍ଣ ରେ ଆଚ୍ଛାଦନ କଲେ ଏବଂ ଟବେୁଲ ଚାରିପାଖ ରେ ଶୁଦ୍ଧ ସୁବର୍ଣ୍ଣର କାନ୍ଥ ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେହି ମେଜକୁ ଶୁଦ୍ଧ ସୁବର୍ଣ୍ଣରେ ଆଚ୍ଛାଦନ କଲେ ଏବଂ ଟେବୁଲ ଗ୍ଭରିପାଖରେ ଶୁଦ୍ଧ ସୁବର୍ଣ୍ଣର କାନ୍ଥ ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।