Exodus 37:12 — Compare Translations
5 translations compared side by side
Odia - 1840
"ତା'ପରେ ସେ ମଜେ ଚାରିପାଖ ଏକ ହାତ, ଓସାର ବିଶିଷ୍ଟ ଏକ ଢାଞ୍ଚା ତିଆରି କଲେ ଓ ଢାଞ୍ଚାର ଚାରିପଟେ ସୁବର୍ଣ୍ଣର ବଳଯ ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ମେଜ ଗ୍ଭରିପାଖ ଏକ ହାତ, ଓସାର ବିଶିଷ୍ଟ ଏକ ଢାଞ୍ଚା ତିଆରି କଲେ ଓ ଢାଞ୍ଚାର ଗ୍ଭରିପଟେ ସୁବର୍ଣ୍ଣର ବଳୟ ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।