Exodus 37:14 — Compare Translations
5 translations compared side by side
Odia - 1840
"ସେ ସହେି ସୁବର୍ଣ୍ଣର କଡାଗୁଡିକ ପାଖ ଢାଞ୍ଚା ପାଖାପାଖି ଲାଗି ଥିଲା। ଏହି କଡା ମଧିଅରେ ପୁରାଇଥିବା ସାଙ୍ଗୀ ଦ୍ବାରା ବୁହା ଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି କଡ଼ା ପାର୍ଶ୍ଵ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେହି ସୁବର୍ଣ୍ଣର କଡ଼ାଗୁଡ଼ିକ ପାଖ ଢାଞ୍ଚା ପାଖାପାଖି ଲାଗି ଥିଲା। ଏହି କଡ଼ା ମଧ୍ୟରେ ପୁରାଇଥିବା ସାଙ୍ଗୀ ଦ୍ୱାରା ବୁହା ଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି କଡ଼ା ପାର୍ଶ୍ୱ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି କଡ଼ା ପାର୍ଶ୍ୱ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା।