Exodus 37:15 — Compare Translations
5 translations compared side by side
Odia - 1840
"ସହେି ମଜେକୁ ବହିବା ପାଇଁ ଶିଟୀମ୍ କାଠ ରେ ସାଙ୍ଗୀ ତିଆରି କଲେ ଓ ସଗେୁଡିକୁ ସୁବର୍ଣ୍ଣ ରେ ଆଚ୍ଛାଦିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମେଜକୁ ବହିବା ପାଇଁ ଶିଟୀମ୍ କାଠରେ ସାଙ୍ଗୀ ତିଆରି କଲେ ଓ ସେଗୁଡ଼ିକୁ ସୁବର୍ଣ୍ଣରେ ଆଚ୍ଛାଦିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ।