Exodus 37:17 — Compare Translations
5 translations compared side by side
Odia - 1840
"ଏହାପରେ ସେ ଶୁଦ୍ଧ ସୁବର୍ଣ୍ଣ ରେ ଦୀପବୃକ୍ଷ ତିଆରି କଲେ। ସେ ଦୀପରୂଖା ରେ ବୃନ୍ତ ଓ ଶାଖା କରିବା ପାଇଁ ସୁବର୍ଣ୍ଣକୁ ପିଟିଲେ। ତା'ପରେ ସେ ଫୁଲ, ପାଖୁଡା, କଢିମାନ ତିଆରି କଲେ। ସେ ଏହି ଜିନିଷଗୁଡିକୁ ଏକାଠି ୟୋଡି ଗୋଟିଏ ଜିନିଷ ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ତି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦୀପରୁଖା ଏହା ପରେ ସେ ଶୁଦ୍ଧ ସୁବର୍ଣ୍ଣରେ ଦୀପବୃକ୍ଷ ତିଆରି କଲେ। ସେ ଦୀପରୁଖାରେ ବୃନ୍ତ ଓ ଶାଖା କରିବା ପାଇଁ ସୁବର୍ଣ୍ଣକୁ ପିଟିଲେ। ତା’ପରେ ସେ ଫୁଲ, ପାଖୁଡ଼ା, କଢ଼ିମାନ ତିଆରି କଲେ। ସେ ଏହି ଜିନିଷଗୁଡ଼ିକୁ ଏକାଠି ଯୋଡ଼ି ଗୋଟିଏ ଜିନିଷ ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା।