Exodus 37:18 — Compare Translations

5 translations compared side by side

Odia - 1840
"ଦୀପବୃକ୍ଷର ଏକ ପାଶର୍‌ବରୁ ତିନି ଶାଖା ଏବଂ ଅନ୍ୟ ପାଶର୍‌ବରୁ ତିନି ଶାଖା ଏହିପରି ଛଅଟି ଶାଖା ସହେି ଦୀପବୃକ୍ଷରୁ ବାହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦୀପବୃକ୍ଷର ଏକ ପାର୍ଶ୍ଵରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ଵରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ଵରୁ ନିର୍ଗତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଏବଂ ଅନ୍ୟ ପାର୍ଶ୍ୱରୁ ତିନି ଶାଖା ଏହିପରି ଛଅଟି ଶାଖା ସେହି ଦୀପବୃକ୍ଷରୁ ବାହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା।