Exodus 37:19 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ଶାଖା ରେ ତିନୋଟି କରି ଫୁଲ ରହିଲା। ଏହି ଫୁଲଗୁଡିକ ବାଦାମ ପୁଷ୍ପାକୃତି ତିନି ଗୋଲାଧାର କଳିକା ଓ ପୁଷ୍ପ, ଏହିପରି ଛଅଟି ଶାଖା ରେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଶାଖାରେ ତିନୋଟି କରି ଫୁଲ ରହିଲା। ଏହି ଫୁଲଗୁଡ଼ିକ ବାଦାମ ପୁଷ୍ପାକୃତି ତିନି ଗୋଲାଧାର କଳିକା ଓ ପୁଷ୍ପ, ଏହିପରି ଛଅଟି ଶାଖାରେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା।