Exodus 37:2 — Compare Translations

5 translations compared side by side

Odia - 1840
"ସେ ଏହି ସିନ୍ଦକକୁ ଶୁଦ୍ଧ ସୁବର୍ଣ୍ଣ ଦ୍ବାରା ଭିତର ପଟ ଓ ବାହାର ପଟ ମଡାଇଲେ। ଏହାପରେ ସେ ସୁବର୍ଣ୍ଣର କାନ୍ଥ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏହି ସିନ୍ଦୁକକୁ ଶୁଦ୍ଧ ସୁବର୍ଣ୍ଣ ଦ୍ୱାରା ଭିତର ପଟ ଓ ବାହାର ପଟ ମଡ଼ାଇଲେ। ଏହା ପରେ ସେ ସୁବର୍ଣ୍ଣର କାନ୍ଥ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
Odia IRV 2017 (ଓଡିଆ ବାଇବେଲ)
ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।