Exodus 37:20 — Compare Translations

5 translations compared side by side

Odia - 1840
"ଦୀପରୂଖାର ଦଣ୍ଡଟି ରେ ଚାରୋଟୀ ପୁଷ୍ପ ଥିଲା, ସଗେୁଡିକ ଆକୃତି ବାଦାମ ପୁଷ୍ପର ବୃନ୍ତ ଓ ପାଖୁଡା ସଦୃଶ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦୀପରୁଖାର ଦଣ୍ଡଟିରେ ଗ୍ଭରୋଟି ପୁଷ୍ପ ଥିଲା, ସେଗୁଡ଼ିକର ଆକୃତି ବାଦାମ ପୁଷ୍ପର ବୃନ୍ତ ଓ ପାଖୁଡ଼ା ସଦୃଶ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା।