Exodus 37:21 — Compare Translations

5 translations compared side by side

Odia - 1840
"ସେଥି ରେ ଛଅଟି ଶାଖା ଥିଲା, ତିନୋଟି ପ୍ରେତ୍ୟକକ ପାଶର୍‌ବକୁ ଆସୁଛନ୍ତି, ଶାଖା ମୂଳ ଫୁଲ ସହିତ ବୃନ୍ତ ପାଖୁଡା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ଵୟର ତଳେ ଏକ କଳିକା ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିରେ ଛଅଟି ଶାଖା ଥିଲା, ତିନୋଟି ପ୍ରତ୍ୟେକ ପାର୍ଶ୍ୱକୁ ଆସୁଛନ୍ତି, ଶାଖା ମୂଳ ଫୁଲ ସହିତ ବୃନ୍ତ ପାଖୁଡ଼ା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା।