Exodus 37:22 — Compare Translations
5 translations compared side by side
Odia - 1840
"ସମ୍ପୂର୍ଣ୍ଣ ଦୀପ ବୃକ୍ଷଟି ତା'ର ଗଣ୍ଡି, ଶାଖା, ଫୁଲ ଓ ଫଳ ସବୁ ଶୁଦ୍ଧ ସୁବର୍ଣ୍ଣ ରେ ତିଅରି ହେଲା। ସମସ୍ତ ପିଟା ସୁନା କର୍ମ ରେ ନିର୍ମିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସମ୍ପୂର୍ଣ୍ଣ ଦୀପ ବୃକ୍ଷଟି ତା’ର ଗଣ୍ଡି, ଶାଖା, ଫୁଲ ଓ ଫଳ ସବୁ ଶୁଦ୍ଧ ସୁବର୍ଣ୍ଣରେ ତିଆରି ହେଲା। ସମସ୍ତ ପିଟା ସୁନା କର୍ମରେ ନିର୍ମିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।