Exodus 37:23 — Compare Translations

5 translations compared side by side

Odia - 1840
"ସେ ସେଥିପାଇଁ ସାତଟି ପ୍ରଦୀପ ଓ ଚିମୁଟା ଓ ଅଙ୍ଗାର ଧାନ ସମସ୍ତ ଶୁଦ୍ଧ ସୁବର୍ଣ୍ଣ ରେ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ ଓ ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେଥିପାଇଁ ସାତୋଟି ପ୍ରଦୀପ ଓ ଚିମୁଟା ଓ ଅଙ୍ଗାର ଧାନ ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।