Exodus 37:24 — Compare Translations

5 translations compared side by side

Odia - 1840
"ସେ ଏହି ସମସ୍ତ କାର୍ୟ୍ଯ ପାଇଁ ଏକ ତାଳନ୍ତ ସୁବର୍ଣ୍ଣ ବ୍ଯବହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏକ ମହଣ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏହି ସମସ୍ତ କାର୍ଯ୍ୟ ପାଇଁ ଏକ ତାଳନ୍ତ ସୁବର୍ଣ୍ଣ ବ୍ୟବହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।