Exodus 37:25 — Compare Translations
5 translations compared side by side
Odia - 1840
"ସେ ଏକ ଧୂପ ଜଳାଇବା ପାଇଁ ଗୋଟିଏ ବଦେୀ ତିଆରି କଲେ। ସେ ଏଥିପାଇଁ ଶିଟିମ୍ କାଠ ବ୍ଯବହାର କଲେ। ଏହି ବଦେୀଟି ଏକ ବର୍ଗାକାର, ଯାହାର ର୍ଦୈଘ୍ଯ ପ୍ରସ୍ଥ ଥିଲା ଏକ ହାତ ଓ ଉଚ୍ଚତା ଥିଲା ଦୁଇହାତ। ଶିଙ୍ଗଗୁଡିକ ତିଆରି ହାଇେଥିଲା ବଦେୀର ଅଂଶ ଭାବରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଧୂପବେଦି ସେ ଧୂପ ଜଳାଇବା ପାଇଁ ଗୋଟିଏ ବେଦି ତିଆରି କଲେ। ସେ ଏଥିପାଇଁ ଶିଟିମ୍ କାଠ ବ୍ୟବହାର କଲେ। ଏହି ବେଦିଟି ଏକ ବର୍ଗାକାର, ଯାହାର ଦୈର୍ଘ୍ୟ ପ୍ରସ୍ଥ ଥିଲା ଏକ ହାତ ଓ ଉଚ୍ଚତା ଥିଲା ଦୁଇ ହାତ। ଶିଙ୍ଗଗୁଡ଼ିକ ତିଆରି ହୋଇଥିଲା ବେଦିର ଅଂଶ ଭାବରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।