Exodus 37:27 — Compare Translations
5 translations compared side by side
Odia - 1840
"ଧୂପବଦେୀକୁ ବହିବା ପାଇଁ ତା'ର ପ୍ରେତ୍ୟକକ ପାଶର୍ବ ରେ ସୁବର୍ଣ୍ଣର ବଳଯ ତଳେ ସୁବର୍ଣ୍ଣ ଦୁଇ କଡା ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ଵର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଧୂପବେଦିକୁ ବହିବା ପାଇଁ ତା’ର ପ୍ରତ୍ୟେକ ପାର୍ଶ୍ୱରେ ସୁବର୍ଣ୍ଣର ବଳୟ ତଳେ ସୁବର୍ଣ୍ଣ ଦୁଇ କଡ଼ା ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ।