Exodus 37:29 — Compare Translations
5 translations compared side by side
Odia - 1840
"ଏହାପରେ ସେ ବିଶଷେ ଅଭିଷକୋର୍ଥକ ତୈଳ ତିଆରି କଲେ ଏବଂ ଖାଣ୍ଟି ଧୂପ ନିମନ୍ତେ ଗନ୍ଧ ବଣିକର କ୍ରିଯାନୁୟାଯୀ ସୁଗନ୍ଧି ଦ୍ରବ୍ଯ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧିଦ୍ରବ୍ୟ ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ବିଶେଷ ଅଭିଷେକାର୍ଥକ ତୈଳ ତିଆରି କଲେ ଏବଂ ଖାଣ୍ଟି ଧୂପ ନିମନ୍ତେ ଗନ୍ଧ ବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।