Exodus 37:3 — Compare Translations

5 translations compared side by side

Odia - 1840
"ସେ ସୁବର୍ଣ୍ଣର ଚାରୋଟୀ କଡାକରି ଚାରି କଣ ରେ ଲଗାଇଲେ। ଏବଂ ଦୁଇ ପାଶର୍‌ବ ରେ ଦୁଇଟି କଡା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁର ଚାରି କୋଣ ନିମନ୍ତେ ଚାରି ସ୍ଵର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ଵରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ଵରେ ଦୁଇ କଡ଼ା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସୁବର୍ଣ୍ଣର ଗ୍ଭରୋଟି କଡ଼ାକରି ଗ୍ଭରି କୋଣରେ ଲଗାଇଲେ। ଏବଂ ଦୁଇ ପାର୍ଶ୍ୱରେ ଦୁଇଟି କଡ଼ା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।