Exodus 37:5 — Compare Translations

5 translations compared side by side

Odia - 1840
"ସହେିପରି ସାଙ୍ଗୀକୁ ବହିବା ପାଇଁ ଦୁଇ ପାଶର୍‌ବ ରେ ଥିବା ଦୁଇ କଡା ମଧିଅରେ ସାଙ୍ଗୀକୁ ପୁରାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ଵସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହିପରି ସାଙ୍ଗୀକୁ ବହିବା ପାଇଁ ଦୁଇ ପାର୍ଶ୍ୱରେ ଥିବା ଦୁଇ କଡ଼ା ମଧ୍ୟରେ ସାଙ୍ଗୀକୁ ପୁରାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।