Exodus 37:6 — Compare Translations
5 translations compared side by side
Odia - 1840
"ଏହାପରେ ବତ୍ସଲଲେ ଏକ ଶୁଦ୍ଧ ସୁବର୍ଣ୍ଣର ଗୋଟିଏ ଆଚ୍ଛାଦକ ତିଆରି କଲେ। ତା'ର ଲମ୍ବ ଅଢଇେ ହାତ ଓ ପ୍ରସ୍ଥ ଦେଢହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବତ୍ସଲେଲ ଏକ ଶୁଦ୍ଧ ସୁବର୍ଣ୍ଣର ଗୋଟିଏ ଆଚ୍ଛାଦକ ତିଆରି କଲେ। ତା’ର ଲମ୍ବ ଅଢ଼େଇ ହାତ ଓ ପ୍ରସ୍ଥ ଦେଢ଼ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ।