Exodus 37:7 — Compare Translations
5 translations compared side by side
Odia - 1840
"ଏହାପରେ ବତ୍ସଲଲେ ପିଟାସୁବର୍ଣ୍ଣ ରେ ଦୁଇ କିରୂବ ଦୂତଗଣ ନିର୍ମାଣ କରି ପାପାଚ୍ଛାଦନ ଦୁଇ ମୁଣ୍ଡ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ତରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବତ୍ସଲେଲ ପିଟାସୁବର୍ଣ୍ଣରେ ଦୁଇ କିରୂବ ଦୂତଗଣ ନିର୍ମାଣ କରି ପାପାଚ୍ଛାଦନ ଦୁଇ ମୁଣ୍ଡରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।