Exodus 37:8 — Compare Translations
5 translations compared side by side
Odia - 1840
"ତହିଁର ଏକ ମୁଣ୍ଡ ରେ ଏକ କିରୂବ, ଅନ୍ୟ ମୁଣ୍ଡ ରେ ମଧ୍ଯ ଏକ କିରୂବ ସ୍ଥାପନ କଲେ। ପାପାଚ୍ଛାଦନର ଦୁଇମୁଣ୍ଡ ରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ଏକ ମୁଣ୍ତରେ ଏକ କିରୂବ ଓ ଅନ୍ୟ ମୁଣ୍ତରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ତରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁର ଏକ ମୁଣ୍ଡରେ ଏକ କିରୂବ, ଅନ୍ୟ ମୁଣ୍ଡରେ ମଧ୍ୟ ଏକ କିରୂବ ସ୍ଥାପନ କଲେ। ପାପାଚ୍ଛାଦନର ଦୁଇମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।