Exodus 37:9 — Compare Translations
5 translations compared side by side
Odia - 1840
"କିରୂବମାନଙ୍କର ପକ୍ଷ ଉର୍ଦ୍ଧକୁ ବିସ୍ତାରିତ ହାଇେ ପାପାଚ୍ଛାଦନକୁ ଆଚ୍ଛାଦନ କଲା। ଏବଂ ସମାନଙ୍କେର ମୁଖ ପରସ୍ପର ସମ୍ମୁଖୀନ ହାଇେ ରହିଲା। ମାତ୍ର ପାପାଚ୍ଛଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କିରୂବମାନଙ୍କର ପକ୍ଷ ଊର୍ଦ୍ଧ୍ଵବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିରୂବମାନଙ୍କର ପକ୍ଷ ଉର୍ଦ୍ଧକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆଚ୍ଛାଦନ କଲା। ଏବଂ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହୋଇ ରହିଲା। ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।