Exodus 38:1 — Compare Translations
5 translations compared side by side
Odia - 1840
"ଏହାପରେ ନବୈେଦ୍ଯ ଦଗ୍ଧ କରିବା ପାଇଁ ବତ୍ସଲଲେ ଶିଟୀମ୍ କାଠ ରେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଏହି ହାମବଦେେୀଟି ବର୍ଗାକାର ଥିଲା। ଏହାର ର୍ଦୈଘ୍ଯ ପାଞ୍ଚହାତ, ପ୍ରସ୍ଥ ପାଞ୍ଚହାତ ଏବଂ ଉଚ୍ଚତା ତିନିହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହୋମବେଦି ଏହା ପରେ ନୈବେଦ୍ୟ ଦଗ୍ଧ କରିବା ପାଇଁ ବତ୍ସଲେଲ ଶିଟୀମ୍ କାଠରେ ଏକ ଯଜ୍ଞବେଦି ନିର୍ମାଣ କଲେ। ଏହି ହୋମବେଦିଟି ବର୍ଗାକାର ଥିଲା। ଏହାର ଦୈର୍ଘ୍ୟ ପାଞ୍ଚ ହାତ, ପ୍ରସ୍ଥ ପାଞ୍ଚ ହାତ ଏବଂ ଉଚ୍ଚତା ତିନି ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।