Exodus 38:10 — Compare Translations
5 translations compared side by side
Odia - 1840
"ଏହାର କୋଡିଏଟି ସ୍ତମ୍ଭ କୋଡିଏଟି ଚୁଙ୍ଗୀ ପିତ୍ତଳର ଏବଂ ସହେି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି ସେହି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର କୋଡ଼ିଏଟି ସ୍ତମ୍ଭ କୋଡ଼ିଏଟି ଚୁଙ୍ଗୀ ପିତ୍ତଳର ଏବଂ ସେହି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।