Exodus 38:11 — Compare Translations
5 translations compared side by side
Odia - 1840
"ଉତ୍ତର ଦିଗର ପରଦା ଶ ହେ ହାତ ତାହାର କୋଡିଏଟି ସ୍ତମ୍ଭ କୋଡିଏଟି ପିତ୍ତଳର ଚୁଙ୍ଗୀ ଓ ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉତ୍ତର ଦିଗର ପରଦା ଏକଶତ ହସ୍ତ, ପୁଣି ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କଡ଼ା ଛୁଞ୍ଚିଆ ରୂପାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତର ଦିଗର ପରଦା ଶହେ ହାତ ତାହାର କୋଡ଼ିଏଟି ସ୍ତମ୍ଭ କୋଡ଼ିଏଟି ପିତ୍ତଳର ଚୁଙ୍ଗୀ ଓ ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉତ୍ତର ଦିଗର ପରଦା ଏକ ଶହ ହସ୍ତ, ପୁଣି, ତହିଁର କୋଡ଼ିଏ ସ୍ତମ୍ଭ, କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କୁଡ଼ା ବନ୍ଧନୀ ରୂପାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଉତ୍ତର ଦିଗର ପରଦା ଏକଶତ ହସ୍ତ, ପୁଣି, ତହିଁର କୋଡ଼ିଏ ସ୍ତମ୍ଭ, କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କୁଡ଼ା ବନ୍ଧନୀ ରୂପାର ଥିଲା।