Exodus 38:12 — Compare Translations

5 translations compared side by side

Odia - 1840
"ପଶ୍ଚିମ ପାଶର୍‌ବ ରେ ପରଦା ପଚାଶ ହାତ ଲମ୍ବ ଥିଲା। ଏହାର ଦଶଟି ସ୍ତମ୍ଭ ଦଶଟି ଚୁଙ୍ଗୀ, ସ୍ତମ୍ଭର ଅଙ୍ଗଡା ଛୁଞ୍ଚିଆ ରୂପାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଶ୍ଚିମ ପାର୍ଶ୍ଵର ପରଦା ପଚାଶ ହସ୍ତ ଥିଲା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ, ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପଶ୍ଚିମ ପାର୍ଶ୍ୱରେ ପରଦା ପଗ୍ଭଶ୍ ହାତ ଲମ୍ବ ଥିଲା। ଏହାର ଦଶ ଗୋଟି ସ୍ତମ୍ଭ ଓ ଦଶ ଗୋଟି ଚୁଙ୍ଗୀ, ସ୍ତମ୍ଭର ଆଙ୍କଡ଼ା ଛୁଞ୍ଚିଆ ରୂପାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଶ୍ଚିମ ପାର୍ଶ୍ୱର ପରଦା ପଚାଶ ହସ୍ତ ଥିଲା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ପଶ୍ଚିମ ପାର୍ଶ୍ୱର ପରଦା ପଚାଶ ହସ୍ତ ଥିଲା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।