Exodus 38:14 — Compare Translations
5 translations compared side by side
Odia - 1840
"ଦ୍ବାରର ଏକ ପାଶର୍ବ ନିମନ୍ତେ ପନ୍ଦର ହାତ ଲମ୍ବର ପରଦା ଓ ତହିଁରେ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵାରର ଏକ ପାର୍ଶ୍ଵ ନିମନ୍ତେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହାତ ଲମ୍ବର ପରଦା ଓ ତହିଁରେ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା;
Odia IRV 2017 (ଓଡିଆ ବାଇବେଲ)
ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା;