Exodus 38:15 — Compare Translations

5 translations compared side by side

Odia - 1840
"ଅନ୍ୟ ପାଶର୍‌ବ ପାଇଁ ପରଦାର କାନ୍ଥ ପନ୍ଦର ହାତ ଲମ୍ବ ଥିଲା। ପ୍ରାଙ୍ଗଣର ଦ୍ବାର ସନ୍ନିକଟ ଏକ ପାଶର୍‌ବସ୍ଥ ଓ ଅନ୍ୟ ପ୍ରାଶର୍‌ବସ୍ଥ ପନ୍ଦର ହାତ ପରଦା ଥିଲା। ଏହାର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଦ୍ରୂପେ ଅନ୍ୟ ପାର୍ଶ୍ଵ ନିମନ୍ତେ ଥିଲା । ପ୍ରାଙ୍ଗଣ-ଦ୍ଵାର ସନ୍ନିକଟ ଏପାର୍ଶ୍ଵରେ ଓ ସେପାର୍ଶ୍ଵରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ପାର୍ଶ୍ୱ ପାଇଁ ପରଦାର କାନ୍ଥ ପନ୍ଦର ହାତ ଲମ୍ବ ଥିଲା। ପ୍ରାଙ୍ଗଣର ଦ୍ୱାର ସନ୍ନିକଟ ଏକ ପାର୍ଶ୍ୱସ୍ଥ ଓ ଅନ୍ୟ ପାର୍ଶ୍ୱସ୍ଥ ପନ୍ଦର ହାତ ପରଦା ଥିଲା। ଏହାର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।