Exodus 38:16 — Compare Translations

5 translations compared side by side

Odia - 1840
"ପ୍ରାଙ୍ଗଣର ଚତୁର୍ଦ୍ଦିଗ ରେ ସକଳ ପରଦା ବଳାଶୁଭ୍ର କ୍ଷୋମସୂତ୍ର ରେ ନିର୍ମିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାଙ୍ଗଣର ଚତୁର୍ଦ୍ଦିଗର ସକଳ ପରଦା ବଳା ଶୁଭ୍ର କ୍ଷୌମସୂତ୍ରରେ ନିର୍ମିତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ସକଳ ପରଦା ବଳାଶୁଭ୍ର କ୍ଷୋମସୂତ୍ରରେ ନିର୍ମିତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଙ୍ଗଣର ଚତୁର୍ଦ୍ଦିଗର ସକଳ ପରଦା ବଳା ଶୁଭ୍ର କ୍ଷୌମସୂତ୍ରରେ ନିର୍ମିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପ୍ରାଙ୍ଗଣର ଚତୁର୍ଦ୍ଦିଗର ସକଳ ପରଦା ବଳା ଶୁଭ୍ର କ୍ଷୌମସୂତ୍ରରେ ନିର୍ମିତ ଥିଲା।