Exodus 38:17 — Compare Translations

5 translations compared side by side

Odia - 1840
"ପୁଣି ସ୍ତମ୍ଭର ଆଧାରସବୁ କଂସାର ଥିଲା। ସ୍ତମ୍ଭର ଆଙ୍କଡା ଛଡ ରୂପାର ଥିଲା। ଏହି ସ୍ତମ୍ଭର ଉପର ଭାଗ ରୂପା ରେ ଛାଉଣୀ ହାଇେଥିଲା। ଏବଂ ଅଗଣାର ଖମ୍ବର ଛଡସବୁ ରୂପା ରେ ତିଆରି ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର; ତହିଁର ମୁଣ୍ତାଳି ରୌପ୍ୟମଣ୍ତିତ; ପୁଣି ରୂପା-ଛୁଞ୍ଚିଆରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସ୍ତମ୍ଭର ଆଧାରସବୁ କଂସାର ଥିଲା। ସ୍ତମ୍ଭର ଆଙ୍କଡ଼ା ଛଡ଼ ରୂପାର ଥିଲା। ଏହି ସ୍ତମ୍ଭର ଉପର ଭାଗ ରୂପାରେ ଛାଉଣି ହୋଇଥିଲା। ଏବଂ ଅଗଣାର ଖମ୍ବର ଛଡ଼ସବୁ ରୂପାରେ ତିଆରି ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।