Exodus 38:18 — Compare Translations

5 translations compared side by side

Odia - 1840
"ପ୍ରାଙ୍ଗଣ ଦ୍ବାର ରେ ଆଚ୍ଛାଦନ ବସ୍ତ୍ର ନୀଳଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ଶିଳ୍ପ କର୍ମ ରେ ପରିପୂର୍ଣ୍ଣ ଥିଲା। ପ୍ରାଙ୍ଗଣର ପରଦା ପରି ତାହାର ର୍ଦୈଘ୍ଯ କୋଡିଏ ହାତ ଓ ପ୍ରସ୍ଥ ପାଞ୍ଚ ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରାଙ୍ଗଣ-ଦ୍ଵାରର ଆଚ୍ଛାଦନ ବସ୍ତ୍ର ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ରରେ ଶିଳ୍ପ କର୍ମରେ ପରିପୂର୍ଣ୍ଣ ଥିଲା। ପ୍ରାଙ୍ଗଣର ପରଦା ପରି ତାହାର ଦୈର୍ଘ୍ୟ କୋଡ଼ିଏ ହାତ ଓ ପ୍ରସ୍ଥ ପାଞ୍ଚ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ରାଙ୍ଗଣ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।