Exodus 38:19 — Compare Translations

5 translations compared side by side

Odia - 1840
"ତହିଁରେ ପିତ୍ତଳର ଚାରିଟି ସ୍ତମ୍ଭ, ଚାରିଟି ଚୁଙ୍ଗୀ ରୂପାର ଆଙ୍ଗଡା ତା'ର ମୁଣ୍ଡାଳି ରୂପା ରେ ଛାଉଣୀ ହାଇେଥିଲା। ଏବଂ ଛୁଞ୍ଚିଆ ରୂପା ନିର୍ମିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁର ପିତ୍ତଳର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ଓ ରୂପାର ଆଙ୍କଡ଼ା ଓ ତହିଁର ମୁଣ୍ତାଳି ରୌପ୍ୟମଣ୍ତିତ ଓ ଛୁଞ୍ଚିଆ ରୂପାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ପିତ୍ତଳର ଗ୍ଭରିଟି ସ୍ତମ୍ଭ, ଗ୍ଭରିଟି ଚୁଙ୍ଗୀ ରୂପାର ଆଙ୍କଡ଼ା ତା’ର ମୁଣ୍ଡାଳି ରୂପାରେ ଛାଉଣି ହୋଇଥିଲା। ଏବଂ ଛୁଞ୍ଚିଆ ରୂପା ନିର୍ମିତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା।