Exodus 38:2 — Compare Translations

5 translations compared side by side

Odia - 1840
"ସେ ଚାରୋଟି କୋଣ ନିମନ୍ତେ ଶିଙ୍ଗ ତିଆରି କଲେ। ସେ ଚା ରୋଟି ଶୀଙ୍ଗକୁ ମିଶାଇ ଦେଲେ, ସେସବୁ ୟଜ୍ଞବଦେୀର ଏକ ଅଂଶ ହେଲା ଏବଂ ତା'ଉପରେ କଂସା ମଡାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଗ୍ଭରୋଟି କୋଣ ନିମନ୍ତେ ଶିଙ୍ଗ ତିଆରି କଲେ। ସେ ଗ୍ଭରୋଟି ଶିଙ୍ଗକୁ ମିଶାଇ ଦେଲେ, ସେସବୁ ଯଜ୍ଞବେଦିର ଏକ ଅଂଶ ହେଲା ଏବଂ ତା’ଉପରେ କଂସା ମଡ଼ାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।