Exodus 38:20 — Compare Translations
5 translations compared side by side
Odia - 1840
"ପବିତ୍ର ତମ୍ବୁର ଓ ଅଗଣାର ଖିଲସବୁ କଂସା ରେ ନିର୍ମିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସବୁ ପିତ୍ତଳର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁର ଓ ଅଗଣାର ଖିଲସବୁ କଂସାରେ ନିର୍ମିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା।