Exodus 38:21 — Compare Translations

5 translations compared side by side

Odia - 1840
"ମାଶାେ ଲବେୀୟ ଲୋକମାନଙ୍କୁ ଆଜ୍ଞା ଦେଲେ, ପବିତ୍ର ତମ୍ବୁ ରେ ବ୍ଯବହାର ହେଉଥିବା ବସ୍ତୁମାନଙ୍କର ଗଣନା କରିବା ପାଇଁ ଏବଂ ଏହାର ଦାଯିତ୍ବ ନଇେଥିଲେ ଯାଜକ ହାରୋଣର ପୁତ୍ର ଇଥାମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ଵାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁସମୂହର ଏହି ଗଣନା କରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଲେବୀୟ ଲୋକମାନଙ୍କୁ ଆଜ୍ଞା ଦେଲେ, ପବିତ୍ର ତମ୍ବୁରେ ବ୍ୟବହାର ହେଉଥିବା ବସ୍ତୁମାନଙ୍କର ଗଣନା କରିବା ପାଇଁ ଏବଂ ଏହାର ଦାୟିତ୍ୱ ନେଇଥିଲେ ଯାଜକ ହାରୋଣର ପୁତ୍ର ଇଥାମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍‍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।
Odia IRV 2017 (ଓଡିଆ ବାଇବେଲ)
ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍‍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।