Exodus 38:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାଙ୍କେ ଦ୍ବାରା ଯେଉଁ ଆଜ୍ଞା ଦଇେଥିଲେ, ସହେି ଅନୁୟାଯୀ ଯିହୁଦା ପରିବାରବର୍ଗର ହୂରର ପୌତ୍ର ଓ ଊରିର ପୁତ୍ର ବତ୍ସଲଲେ ସେ ସବୁ ନିର୍ମାଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ସେହି ଅନୁଯାୟୀ ଯିହୁଦା ପରିବାରବର୍ଗର ହୂରର ପୌତ୍ର ଓ ଊରିର ପୁତ୍ର ବତ୍ସଲେଲ ସେ ସବୁ ନିର୍ମାଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।