Exodus 38:23 — Compare Translations
5 translations compared side by side
Odia - 1840
"ଦାନ ପରିବାରବର୍ଗର ଅହୀଷାମକଙ୍କ ପୁତ୍ର ଅହଲୀଯାବ ଖାଦେନ କାର୍ୟ୍ଯ ରେ, ରୂପାଙ୍କନ କରିବା ରେ, ନୀଳ ବାଇଗଣୀ ଓ ଲାଲ ବସ୍ତ୍ର ବୁଣିବା ରେ ନିପୁଣ ଥିଲେ ଓ ସେ ତାଙ୍କର ସହକାରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ ଓ ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ ବଂଶଜାତ ଆହୀଷାମାକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାନ ପରିବାରବର୍ଗର ଅହୀଷାମକଙ୍କ ପୁତ୍ର ଅହଲୀୟାବ ଖୋଦନ କାର୍ଯ୍ୟରେ, ରୂପାଙ୍କନ କରିବାରେ, ନୀଳ ବାଇଗଣୀ ଓ ଲାଲ ବସ୍ତ୍ର ବୁଣିବାରେ ନିପୁଣ ଥିଲେ ଓ ସେ ତାଙ୍କର ସହକାରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।