Exodus 38:24 — Compare Translations

5 translations compared side by side

Odia - 1840
"ଅଣତିରିଶ ତାଳନ୍ତ ଓ 730 ଶକେଲ ସୁବର୍ଣ୍ଣ ଅଧିକାରୀମାନଙ୍କ ଦ୍ବାରା ମପାୟାଇ ପବିତ୍ର ସ୍ଥାନ ନିର୍ମାଣ ନିମନ୍ତେ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍, ନୈବେଦ୍ୟର; ସମସ୍ତ ସ୍ଵର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଊନତ୍ରିଂଶ ମହଣ ସାତଶହ ତିରିଶ ଶେକଲ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଣତିରିଶ୍ ତାଳନ୍ତ ଓ 730 ଶେକଲ ସୁବର୍ଣ୍ଣ ଅଧିକାରୀମାନଙ୍କ ଦ୍ୱାରା ମପାଯାଇ ପବିତ୍ର ସ୍ଥାନ ନିର୍ମାଣ ନିମନ୍ତେ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍‍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଅଣତିରିଶ ତାଳନ୍ତ ସାତ ଶହ ତିରିଶ ଶେକଲ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍‍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଊନତ୍ରିଂଶ ତାଳନ୍ତ ସାତଶହ ତିରିଶ ଶେକଲ ଥିଲା।