Exodus 38:26 — Compare Translations

5 translations compared side by side

Odia - 1840
"ଯେତେ ଲୋକ ଗଣତି ହାଇେଥିଲେ, ସମାନଙ୍କେର ବଯସ ଥିଲା କୋଡିଏ ବର୍ଷ ବା ତଦୁଦ୍ଧର୍‌ବ। ସମାନଙ୍କେର ସଂଖ୍ଯା ଥିଲା 6,03,550। ସମାନେେ ପ୍ରେତ୍ୟକକ ଏକ ଦୁଇ ବକୋ ଅର୍ଥାତ୍ ପବିତ୍ର ସ୍ଥାନର କାର୍ୟ୍ଯାଳଯ ମାପ ଓଜନ ହାଇେଥିବା ସକେଲ ଅନୁସାରେ ଅର୍ଦ୍ଧ ଅର୍ଦ୍ଧ ଶକେଲ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯେତେ ଲୋକ ଗଣତି ହୋଇଥିଲେ, ସେମାନଙ୍କର ବୟସ ଥିଲା କୋଡ଼ିଏ ବର୍ଷ ବା ତତୁର୍ଦ୍ଧ୍ୱ। ସେମାନଙ୍କର ସଂଖ୍ୟା ଥିଲା 603,550। ସେମାନେ ପ୍ରତ୍ୟେକ ଏକ ଦୁଇ ବେକା ଅର୍ଥାତ୍ ପବିତ୍ର ସ୍ଥାନର କାର୍ଯ୍ୟାଳୟ ମାପ ଓଜନ ହୋଇଥିବା ଶେକଲ ଅନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚ ଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।